Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନାଇଟ୍ କ୍ଲବରେ ଅଗ୍ନିକାଣ୍ଡ, ୨୩ ଜଣଙ୍କର ମୃତ୍ୟୁ

Posted on December 7, 2025

ନାଇଟ୍ କ୍ଲବରେ ଅଗ୍ନିକାଣ୍ଡ । ଯାହାଫଳରେ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି । ନର୍ଥ ଗୋଆର ଅରପୁରାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଶନିବାର ରାତିରେ ପାର୍ଟି ଚାଲିଥିବାବେଳେ କ୍ଲବରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଥିଲା । ପରେ ଚାରିଆଡ଼େ ନିଆଁ ଲାଗିଯାଇଥିଲା । ମୃତକଙ୍କ ମଧ୍ୟରେ ୨୦ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ୩ରୁ ୪ ଜଣ ପର୍ଯ୍ୟଟକ ଥିବାବେଳେ ଅଧିକାଂଶ କ୍ଲବର କିଚେନ୍ କର୍ମଚାରୀ ବୋଲି ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ। କ୍ଲବ ମ୍ୟାନେଜମେଣ୍ଟ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme