Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନାଗାବଳୀ ନଦୀରେ ଭାସି ପୁଣି ଜଣେ ନିଖୋଜ

Posted on October 7, 2025

ରାୟଗଡା : ରାୟଗଡା ସଦର ବ୍ଲକ ଗୁରୁମଗୁଡା ଗ୍ରାମରେ ଜଣେ ଯୁବକ ନIଗIବଳୀ ନଦୀରେ ଭାସି ନିଖୋଜ ହୋଇଯାଇଥିବା ଜଣାପଡିଛି I ରାୟଗଡ଼ା ସହର ନିକଟସ୍ଥ ଗୁରୁମ୍ଗୁଡ଼ା ଗ୍ରାମର ସୀନୁ ବ।ଡୁ ୩୮,ଗତକାଲି ସନ୍ଧ୍ୟାରେ ନଦୀକୁ ଶୌଚ ହେବାକୁ ଯାଇଥିଲେ I କିନ୍ତୁ ନଦୀର ପ୍ରଖର ସ୍ରୋତରେ ସେ ଭାସି ଯାଇଥିଲେ I ଏନେଇ ଗ୍ରାମବାସୀ ସୂଚନା ପାଇଲା ପରେ ଉଦ୍ଧାର ପାଇଁ ଅଗ୍ନିଶମ ବିଭାଗକୁ ଫୋନ କରିଥିଲେ I ଅନ୍ଧାର ଯୋଗୁଁ ଅଗ୍ନିଶମ ବିଭାଗ ସିନୁଙ୍କୁ ଠାବ କରି ପାରିନଥିଲା I ସୂଚନାରୁ ଜଣାପଡିଛି ଏଯାଏଁ ସିନୁଙ୍କ ପତ୍ତା ମିଳି ପାରିନାହିଁ I ରାୟଗଡା ପୁଲିସ ଏନେଇ ତଦନ୍ତ କରୁଥିବା ଜବାପଡ଼ିଛି I ଗତ ୨ ତାରିଖରେ ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ନାଗାବଳୀ ନଦୀ ସହ ବିଭିନ୍ନ ନଦୀର ଜଳସ୍ତର ବଢିଛି I ସୂଚନା ଯୋଗ୍ୟ ଯେ ୨ ଦିନ ତଳେ କୋତାପେଟା ଗ୍ରାମର ସୀମାଦ୍ରୀ ମିଣିଆକା ନାମକ ଯୁବକ ନାଗାବଳୀ ନଦୀରେ ବୁଡି ମୃତ୍ୟୁବରଣ କରିଥିଲେ I

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme