Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାର ଅଭିଯୁକ୍ତ ଗିରଫ 

Posted on December 24, 2025

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାର ଅଭିଯୁକ୍ତ ଗିରଫ । ମୁଖ୍ୟ ଅଭିଯୁକ୍ତକୁ ସତ୍ୟବ୍ରତ ଦାସକୁ ଗିରଫ କଲା ପୋଲିସ । ଜଗତସିଂହପୁରରେ ଶ୍ବଶୁର ଘରେ ଲୁଚି ରହିଥିଲା ଅଭିଯୁକ୍ତ । ପୋଲିସର ସ୍ବତନ୍ତ୍ର ଟିମ୍ ଚଢାଉ କରି ଗିରଫ କରିଛି । ଅଭିଯୁକ୍ତର ଗିରଫ ଦାବିରେ ସାରା ରାତିରେ ଧାରଣା ଦେଇଥିଲେ ସ୍ଥାନୀୟ ଲୋକ । ଏବେବି ଉତ୍ତେଜନା ଜାରି ରହିଛି ।  ପୋଲିସ ସହ ଧସ୍ତାଧସ୍ତି ହୋଇଛନ୍ତି ସ୍ଥାନୀୟ ଲୋକ । ବାଲିଗାଁ ଓ ମଧୁବାବୁ ଛକରେ ନିଆଁ ଜାଳି ରାସ୍ତା ରୋକ କରିଛନ୍ତି ।

ଗତକାଲି ସକାଳେ ୧୦ ବର୍ଷିୟା ନାବାଳିକା ନିଖୋଜ ଥିଲେ । ପରେ ସନ୍ଧ୍ୟାରେ ବାଲିଗାଁ ପଞ୍ଚାୟତ ଅଫିସ ପରିସରରୁ ନାବାଳିକାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଥିଲା । ନାବାଳିକାକୁ ଦୁଷ୍କର୍ମ କରି ଅନ୍ଧକାର ଭିତରେ ବୁଦାଳିଆ ସ୍ଥାନରେ ପରିତ୍ୟକ୍ତ ଅବସ୍ଥାରେ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme