Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନାବାଳିକାଙ୍କୁ ମିଠେଇ ଦେଇ ଦୁଷ୍କର୍ମ ଉଦ୍ୟମ , ଶିକ୍ଷକ ଗିରଫ

Posted on December 27, 2025

ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଶିକ୍ଷକ ଗିରଫ । ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ୧୧ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ । ଘର ପାଖ ଦୋକାନକୁ ଯାଇଥିବା ବେଳେ ଜଣେ ଶିକ୍ଷକ ମିଠେଇ ଖାଇବାକୁ ଦେଇ ଦୁଷ୍କର୍ମ ଉଦ୍ୟମ କରିଥିବା ପୀଡ଼ିତାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି ।

ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ଶିକ୍ଷକ ମନୋରଞ୍ଜନ ମାଝୀଙ୍କୁ ଗିରଫ କରିଛି । ଡାକ୍ତରୀ ପରୀକ୍ଷା ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme