Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନାଳରେ ଭାସୁଛି ଅଜଣା ମୃତଦେହ, ପରିଚୟ ଖୋଜୁଛି ପୋଲିସ

Posted on October 30, 2025

ମୁକୁଳା ନାଳରେ ଭାସୁଛି ଅଜଣା ମୃତଦେହ। ଗଞ୍ଜାମ ସଦର ଥାନା ମାୟାପୁରୀର ବଡ଼ ନାଳରେ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ମୃତଦେହଟି ଜଣେ ବୟସ୍କ ବ୍ୟକ୍ତିଙ୍କର ହୋଇଥିବା ପୁଲିସ ସୂଚନା ଦେଇଛି।

ସୂଚନାନୁଯାୟୀ, ଗୁରୁବାର ଭୋର୍ ସମୟରେ ସଦର ଥାନା ମାୟାପୁରୀର ବଡ଼ ନାଳରେ ଏକ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ବିଇଏମସିକୁ ଖବର ଦେଇଥିଲେ। ପରେ ଥାନା ସୀମାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଥିଲା। କେଉଁ ଥାନାରେ ଏହା ଯାଉଛି ତାହାକୁ ନେଇ ବିବାଦ ଦେଖାଦେଇଥିଲା। ପରବର୍ତ୍ତୀ ସମୟରେ ଏହା ଗୋଶାଣୀନୁଆଁ ଗାଁ ଥାନାରେ ଯାଉଥିବା ନେଇ ଜଣାପଡ଼ିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ମୃତଦେହଟି ଜଣେ ବୟସ୍କ ବ୍ୟକ୍ତିଙ୍କର ହୋଇଥିବା ପୁଲିସ ସୂଚନା ଦେଇଛି। ଏହା ମୁକୁଳା ନାଳ ହୋଇଥିବା ଯୋଗୁଁ କେହି ବୃଦ୍ଧ ଅସାବଧାନତାବଶତଃ ପଡ଼ିଯାଇଥିବା ଅନୁମାନ କରାଯାଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme