Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ

Posted on November 2, 2025

ଶନିବାର ନିଖୋଜ ହୋଇଥିଲେ ଯୁବକ । ରବିବାର ଉଦ୍ଧାର ହେଲା ମୃତଦେହ । କଟକ ଜିଲ୍ଲା କିଶନନଗର ଥାନା ଅଇନୀପୁର ତାଳଦଣ୍ଡା କେନାଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ରଘୁନାଥପୁର ଅଗ୍ନିଶମ ବାହିନୀ ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ମୃତ ବ୍ୟକ୍ତି ଦିଲୀପ କୁମାର ଭୋଇର ତଣ୍ଟିକୁ କଟାଯିବା ସହିତ ମୁଣ୍ଡର ପଛପଟୁ କୌଣସି ଶକ୍ତ ଅସ୍ତ୍ର ଦ୍ୱାରା ଆଘାତ କରାଯାଇ ହତ୍ୟା କରାଯାଇଛି। ଘଟଣା ସ୍ଥଳରେ କିଶନନଗର ଥାନା ଅଧିକାରଣୀ ଦୁର୍ଗେଶ ନନ୍ଦିନୀ ମହାନ୍ତି, ଏସ୍‌ଡିପିଓ ବିରଞ୍ଚି ନାରାୟଣ ପତି ଉପସ୍ଥିତ ରହି ତଦନ୍ତ କାର୍ଯ୍ୟ କରିଛନ୍ତି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ କଟକ ବଡ଼ ମେଡିକାଲକୁ ପଠାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme