Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ

Posted on November 2, 2025

ଶନିବାର ନିଖୋଜ ହୋଇଥିଲେ ଯୁବକ । ରବିବାର ଉଦ୍ଧାର ହେଲା ମୃତଦେହ । କଟକ ଜିଲ୍ଲା କିଶନନଗର ଥାନା ଅଇନୀପୁର ତାଳଦଣ୍ଡା କେନାଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ରଘୁନାଥପୁର ଅଗ୍ନିଶମ ବାହିନୀ ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ମୃତ ବ୍ୟକ୍ତି ଦିଲୀପ କୁମାର ଭୋଇର ତଣ୍ଟିକୁ କଟାଯିବା ସହିତ ମୁଣ୍ଡର ପଛପଟୁ କୌଣସି ଶକ୍ତ ଅସ୍ତ୍ର ଦ୍ୱାରା ଆଘାତ କରାଯାଇ ହତ୍ୟା କରାଯାଇଛି। ଘଟଣା ସ୍ଥଳରେ କିଶନନଗର ଥାନା ଅଧିକାରଣୀ ଦୁର୍ଗେଶ ନନ୍ଦିନୀ ମହାନ୍ତି, ଏସ୍‌ଡିପିଓ ବିରଞ୍ଚି ନାରାୟଣ ପତି ଉପସ୍ଥିତ ରହି ତଦନ୍ତ କାର୍ଯ୍ୟ କରିଛନ୍ତି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ କଟକ ବଡ଼ ମେଡିକାଲକୁ ପଠାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme