Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆପଡା BDO ରୋହିତ ଭୋଇଙ୍କୁ ଆକ୍ରମଣ…

Posted on January 19, 2026

ନୂଆପଡା BDO ରୋହିତ ଭୋଇଙ୍କୁ ଆକ୍ରମଣ । ବ୍ଳକ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ । ନୂଆପଡ଼ା ପୋଲିସରେ ଅଭିଯୋଗ କରିଛନ୍ତି ନୂଆପଡ଼ା ବିଡିଓ ରୋହିତ ଭୋଇ । ଭଇସାଟାଲ ପଞ୍ଚାୟତ ଗୃହ ନିର୍ମାଣକୁ ନେଇ ତାଙ୍କୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ପଞ୍ଚାୟତ ଗୃହ କେଉଁଠି ନିର୍ମାଣ ହେବ, ତାକୁ ନେଇ ଗତ କିଛି ଦିନ ହେଲା ବିବାଦ ଲାଗି ରହିଥିଲା । ଏହାକୁ ନେଇ କିଛି ଯୁବକ ଆଜି ବ୍ଲକ କାର୍ଯ୍ୟାଳୟକୁ ଆସି ବିଡ଼ିଓ ରୋହିତ ଭୋଇଙ୍କ ସହ ଯୁକ୍ତିତର୍କ ପରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ବିଡ଼ିଓ ନୂଆପଡ଼ା ପୋଲିସରେ ଏ ନେଇ ଅଭିଯୋଗ କରିଛନ୍ତି । ମାଡ଼ ମାରିଥିବା ଯୁବକଙ୍କୁ ତୁରନ୍ତ ଗିରଫ ଦାବିରେ ବ୍ଲକ କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ କରୁଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme