Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆବର୍ଷରେ ଉପହାର ଆଣିବା ମନା, ମାର୍ଗଦର୍ଶିକା ଜାରି କଲେ ଜିଲ୍ଲାପାଳ

Posted on December 26, 2025

ନୂଆବର୍ଷରେ ଅଫିସକୁ ଉପହାର ଆଣିବା ମନା। ଫୁଲତୋଡ଼ା, ମିଠା ସହ ଉପହାର ଆଣିବାକୁ ବାରଣ। ମାର୍ଗଦର୍ଶିକା ଜାରି କଲେ ଗଞ୍ଜାମ ଜିଲ୍ଲାପାଳ। ‘ଧରିତ୍ରୀ ମା’ଙ୍କ ପାଇଁ ପ୍ରତିଜ୍ଞା’ରେ ସାମିଲ ହେବାକୁ ଆହ୍ବାନ। ସମସ୍ତ ଜିଲ୍ଲାବାସୀଙ୍କୁ ଆହ୍ଵାନ ଦେଲେ ଜିଲ୍ଲାପାଳ। ସେହିପରି ଦିନକ ପାଇଁ ପ୍ଲାଷ୍ଟିକ ବ୍ୟବହାର ନକରିବାକୁ ବି ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି। ପରିବେଶ ପ୍ରଦୂଷଣକୁ ରୋକିବାକୁ ଏହି ପଦକ୍ଷେପ ନିଆଯାଇଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme