Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପଡୋଶୀ ଦେଶ ବାଂଲାଦେଶରେ ଭୂକମ୍ପ ଅନୁଭୂତ , ତୀବ୍ରତା ୪.୧

Posted on December 4, 2025

ଭାରତର ପଡୋଶୀ ଦେଶ ବାଂଲାଦେଶରେ ଭୂକମ୍ପ ଅନୁଭୂତ ହୋଇଛି । ବାଂଲାଦେଶର ଢାକା ଏବଂ ଅନ୍ୟାନ୍ୟ ଆଖପାଖ ଜିଲ୍ଲାଗୁଡିକରେ ଏହାର ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୪.୧ ଥିବା ସୂଚନା ମିଳିଛି । ଏହାର କେନ୍ଦ୍ରସ୍ଥଳ ନରସିଙ୍ଗଡିରେ ୩୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଭୂକମ୍ପର ଝଟକା ପ୍ରାୟ ଆଜି ସକାଳ ୬ଟା ୧୪ ମିନିଟରେ ହୋଇଥିଲା । ଭୂକମ୍ପ ହେବାରୁ ଲୋକେ ଙୟରେ ଘରୁ ଦୌଡିଥିଲେ । କିନ୍ତୁ ଏହାର ଝଟକାରେ କୌଣସି କ୍ଷୟକ୍ଷତି କିମ୍ବା ମୃତାହତର ରିପୋର୍ଟ ଏପର୍ଯ୍ୟନ୍ତ ମିଳିନାହିଁ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme