Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପବିତ୍ର ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Posted on January 14, 2026
ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତି, ଉତ୍ସାହ, ଉଦ୍ଦିପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ। ଓଡ଼ିଶାର ଏହି ମହାନ ପରମ୍ପରା ଆମ ସାମାଜିକ ଏକତା ଓ ସଂହତିକୁ ଆହୁରି ସୁଦୃଢ଼ କରୁ। ମହାପ୍ରଭୁଙ୍କ ଆଶୀର୍ବାଦରୁ ରାଜ୍ୟର ପ୍ରଗତିର ଧାରା ଅବ୍ୟାହତ ରହୁ ଏବଂ ପ୍ରତ୍ୟେକ ପରିବାରରେ ହସଖୁସି ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme