Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ

Posted on January 23, 2026

ଆଜି ରଥକାଠ ଅନୁକୂଳ । ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ । ରଥଯାତ୍ରା ପାଇଁ ବିଧି ମୁତାବକ ତିନିଟି କାଠକୁ ପୂଜା କରାଯିବ । ରଥ ନିର୍ମାଣ ସୃଜନୀ କାର୍ୟ୍ୟ ହୋଇଥିବାରୁ ମା’ ସରସ୍ବତୀଙ୍କ ଆବାହନ କରାଯିବ । ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରାଯାଇ ରଥଯାତ୍ରା ନିର୍ବିଘ୍ନ ସମାପନ ପାଇଁ ପ୍ରାର୍ଥନା କରାଯିବ । ରଥ ସଂହିତା ଅନୁଯାୟୀ, ତିନି ରଥ ନିର୍ମାଣ ପାଇଁ ୪୨୬ ଘଣ୍ଡ ଧଉରା, ୩୬୪ ଖଣ୍ଡ ଅସନ, ୭୨ ଖଣ୍ଡ ଫାଶି ଓ ୩ ଖଣ୍ଡ ଶିମିଳି କାଠ, ଏହିପରି ମୋଟ୍ ୮୬୫ ଖଣ୍ଡ କାଠ ଆବଶ୍ୟକ ପଡ଼େ ।

ଗତବର୍ଷ ରଥଯାତ୍ରାରେ ୪୭ ଖଣ୍ଡ କାଠ ବଳକା ରହିଥିବା ବେଳେ ଆଉ ମୋଟ ୮୧୮ ଖଣ୍ଡ କାଠ ଆବଶ୍ୟକ ରହିଛି । ରଥ ନିର୍ମାଣ ନିମନ୍ତେ ପ୍ରଥମ ପର୍ୟ୍ୟାୟ କାଠ ବି ଆସି ପୁରୀରେ ପହଞ୍ଚସାରିଛି । ଆଜି ରଥକାଠ ଅନୁକୂଳ ପରେ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ୟ୍ୟର ଅନୁକୂଳ ନୀତି ଅନୁଷ୍ଠିତ ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme