Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପଶ୍ଚିମବଙ୍ଗରେ ନଭେମ୍ବର ୧ରୁ ଭୋଟର ତାଲିକା ସଂଶୋଧନ ଅଭିଯାନ ସମ୍ଭାବନା

Posted on October 25, 2025

ବିହାର ପରେ ଏବେ ପଶ୍ଚିମବଙ୍ଗରେ ମଧ୍ୟ ଆସନ୍ତା ନଭେମ୍ବର ୧ରୁ ଭୋଟର ତାଲିକା ସଂଶୋଧନ ଅଭିଯାନ ଆରମ୍ଭ ହେବା ଆଶା । ନିର୍ବାଚନ କମିଶନ ଯେକୋଣସି ସମୟରେ ଏନେଇ ନିର୍ଦ୍ଦେଶନାମା ଜାରି କରିପାରେ । ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ସତର୍କ ରହିବାକୁ ଏବଂ SIR ପାଇଁ ପ୍ରସ୍ତୁତି ଆରମ୍ଭ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି ।

ସପ୍ତାହର ସାତୋଟି ଦିନ ୨୪ ଘଣ୍ଟା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଖୋଲା ରହିବ ଏବଂ SIR-ସମ୍ବନ୍ଧୀୟ ସମସ୍ତ କର୍ମଚାରୀଙ୍କୁ ଉପସ୍ଥିତ ରହିବା ଆବଶ୍ୟକ ହେବ । ପ୍ରତ୍ୟେକ ଜିଲ୍ଲା ଏବଂ ନିର୍ବାଚନ ପଞ୍ଜିକରଣ ଅଧିକାରୀ ସହାୟତା ଡେସ୍କ ସ୍ଥାପନ କରିବେ ।

SIR ଘୋଷଣା ପରେ ସର୍ବଦଳୀୟ ବୈଠକ ହେବ, ଯାହାରେ ଆଲୋଚନା ଓ ନିଷ୍ପତ୍ତି ନିର୍ବାଚନ କମିଶନକୁ ପ୍ରୋଷିତ ହେବ । ଏପରିସ୍ଥିତିରେ, ନିର୍ବାଚନ କମିଶନ ଆସନ୍ତା ବର୍ଷ ହେବାକୁ ଥିବା ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme