Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଝଟକା, ତୀବ୍ରତା ୫.୨

Posted on November 21, 2025

ଆଜି ସକାଳେ ଭାରତର ପଡୋଶୀ ଦେଶ ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୫.୨ ରହିଥିବା ଜଣାପଡିଛି । ଭୂକମ୍ପ ଭୋର ପ୍ରାୟ ୩ଟା ୯ମିନିଟ୍ ସମୟରେ ଅନୁଭୂତ ହୋଇଥିଲା, ଯାହାର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୧୩୫ କିଲୋମିଟର ଗଭୀରତାରେ ଥିବା ସୂଚନା ମିଳିଛି । କିନ୍ତୁ ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷୟକ୍ଷତିର ସୂଚନା ମିଳିନାହିଁ ।

ସୂଚନା ଅନୁଯାୟୀ, ଗୁରୁବାର ଏବଂ ଶୁକ୍ରବାର ରାତି ୨.୪୧ ରେ ଭାରତ ମହାସାଗରରେ ମଧ୍ୟ ଏକ ଭୂମିକମ୍ପ ହୋଇଥିଲା । ଯାହାର ତୀବ୍ରତା ୪.୩ ଥିଲା । ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାରେ ଥିଲା ।

ଅନ୍ୟପକ୍ଷରେ, ଗୁରୁବାର ଏବଂ ଶୁକ୍ରବାର ରାତି ୧ଟା୫୯ ମିନିଟରେ ଭାରତର ପଡ଼ୋଶୀ ଦେଶ ଆଫଗାନିସ୍ତାନରେ ମଧ୍ୟ ଏକ ଭୂମିକମ୍ପ ହୋଇଥିଲା । ଏହି ଭୂମିକମ୍ପର ତୀବ୍ରତା ୪.୨ ଥିଲା ଏବଂ ଏହାର କେନ୍ଦ୍ରଭୂମି ୧୯୦ କିଲୋମିଟର ଗଭୀରତାରେ ଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme