Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାକିସ୍ତାନ ଖେଳାଳି ହାରିସ ରୌଫ ନିଲମ୍ବିତ, ଅଶୋଭନୀୟ ଆଚରଣ ପାଇଁ ICC ର କାର୍ଯ୍ୟାନୁଷ୍ଠାନ

Posted on November 6, 2025

ମହଙ୍ଗା ପଡ଼ିଲା ପଡ଼ିଆରେ ଅଶୋଭନୀୟ ଆଚରଣ। ଏସିଆ କପରେ ଭାରତ ବିପକ୍ଷ ମ୍ୟାଚ୍‌ରେ ଅଶୋଭନୀୟ ଆଚରଣ କରିଥିବା ପାକିସ୍ତାନୀ ବୋଲର ହାରିସ ରୌଫଙ୍କୁ ଦୁଇଟି ମ୍ୟାଚ୍ ପାଇଁ ନିଲମ୍ବିତ କରିଛି ICC। ଭାରତ ବିପକ୍ଷ ଏସିଆ କପର ସୁପର ୪ ମ୍ୟାଚ୍‌ରେ ଆତଙ୍କୀ ମାନସିକତା ପ୍ରଦର୍ଶନ କରି ଓଦ୍ଧତ୍ୟର ସୀମା ଟପି ଥିବା ପାକିସ୍ତାନର ଦ୍ରୁତ ବୋଲର ହାରିଶ ରୌଫଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଆଇସିସି। ପଡ଼ିଆରେ ଯୁଦ୍ଧ ବିମାନର ଇଙ୍ଗିତ କରି ଦର୍ଶକଙ୍କୁ ଉସକାଇବା ଭଳି ସଙ୍କେତ ଦେଇଥିବା ଅଭିଯୋଗ ହୋଇଛି ।

ଏହି ଆଚରଣକୁ କ୍ରୀଡା ମନୋଭାବର ବିରୋଧୀ ମାନି ICC ପ୍ୟାନେଲ ତାଙ୍କୁ ଦଣ୍ଡିତ କରିଛି। ଭବିଷ୍ୟତରେ ସଂଯମ ରଖିବାକୁ ମଧ୍ୟ ରୌଫଙ୍କୁ ପରାମର୍ଶ ଦିଆଯାଇଛି।

ସେହିଭଳି ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ମ୍ୟାଚ୍ ଫିର ୩୦ ପ୍ରତିଶତ ଜରିମାନା ଲାଗିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme