Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାକିସ୍ତାନ ସୁପ୍ରିମକୋର୍ଟରେ ବିସ୍ଫୋରଣ, ୪ ଆହତ

Posted on November 5, 2025

ପାକିସ୍ତାନ ସୁପ୍ରିମକୋର୍ଟର ବେସମେଣ୍ଟରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାରୁ ଚାରି ଜଣ ଆହତ ହୋଇଛନ୍ତି। ବିସ୍ଫୋରଣ ସମୟରେ ବିଲ୍ଡିଂର ସେଣ୍ଟ୍ରାଲ ଏସି ସିଷ୍ଟମ ମରାମତି କାମ ଚାଲିଥିଲା। ଘଟଣା ପରେ ଓକିଲ, ଜଜ୍ ଓ କର୍ମଚାରୀମାନେ ଆତଙ୍କରେ କୋର୍ଟ ପରିସର ଛାଡିଦେଇଥିଲେ।

ଆହତମାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି। ବିସ୍ଫୋରଣ ବେସମେଣ୍ଟରେ ଥିବା କ୍ୟାଫେଟେରିଆରେ ଘଟିଥିଲା, ଯେଉଁଠି ଫର୍ନିଚର ଓ ସାମଗ୍ରୀ କ୍ଷତିଗ୍ରସ୍ତ ହୋଇଛି। ରେସ୍କ୍ୟୁ ଟିମ୍ ଓ ସୁରକ୍ଷାକର୍ମୀମାନେ ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ପୂର୍ବରୁ ମଧ୍ୟ ଏପରି ବିସ୍ଫୋରଣ ଘଟିଥିବା ଓ ତାହାର ମୁଖ୍ୟ କାରଣ ଖରାପ ଗ୍ୟାସ ସିଲିଣ୍ଡର ବ୍ୟବହାର ଥିବା ଜଣାପଡିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme