Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହାଣି ସ୍ବାମୀର…

Posted on January 27, 2026

ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହାଣି ସ୍ବାମୀର ଜୀବନ ହାରିବାକୁ ଉଦ୍ୟମ । ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମର ଅଭାବନୀୟ ଘଟଣା । ଉଭୟଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତ୍ରିରେ ଗାଁର ପ୍ରତାପ ମଳିକ ପାରିବାରିକ କଳହରୁ ସ୍ତ୍ରୀକୁ କଟୁରୀରେ ହାଣି ନିଜେ ବିଷ ପିଇ ଜୀବନ ହାରିବାକୁ ଉଦ୍ୟମ କରିଥିଲେ । ପରେ ଘଟଣାସ୍ଥଳରୁ ଫେରାର ହୋଇଥିଲେ ପ୍ରତାପ । ଗୁରୁତର ଭାରତୀଙ୍କୁ ପଡୋଶୀ ମାନେ ଉଦ୍ଧାର କରି ପ୍ରଥମେ ପଟ୍ଟାମୁଣ୍ଡାଇ ଓ ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରିଥିଲେ । ଆଜି ସକାଳୁ ଗାଁଲୋକେ ଏକ ପୋଖରୀ ନିକଟରୁ ଚେତାଶୁନ୍ୟ ଅବସ୍ଥାରେ ପ୍ରତାପଙ୍କୁ ଉଦ୍ଧାର କରି କଟକ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି । ତାଙ୍କ ନିକଟରୁ ଏକ ବିଷ ବୋତଲ ଓ ରକ୍ତାକ୍ତ କଟୁରୀ ଜବତ ହୋଇଛି ।

   

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme