Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାଶ୍ଚାତ୍ୟ ଦେଶଙ୍କୁ ଝଟ୍‌କା, ଜାତିସଂଘରେ ଇରାନକୁ ଭାରତର ସମର୍ଥନ

Posted on January 24, 2026

ମିଳିତ ଜାତିସଂଘ ମାନବାଧିକାର ପରିଷଦର ସ୍ୱତନ୍ତ୍ର ଅଧିବେଶନରେ ଭାରତ ପୁଣି ଥରେ ନିଜର ସ୍ୱାଧୀନ ବୈଦେଶିକ ନୀତି ସହିତ ବିଶ୍ୱକୁ ଚକିତ କରିଛି । ପାଶ୍ଚାତ୍ୟ ଦେଶଗୁଡ଼ିକର ପ୍ରବଳ ଚାପ ସତ୍ତ୍ୱେ, ଭାରତ ଇରାନ ବିରୋଧରେ ଆଗତ ମାନବାଧିକାର ଉଲ୍ଲଂଘନ ସମ୍ପର୍କିତ ପ୍ରସ୍ତାବ ବିରୋଧରେ ଭୋଟ୍ ଦେଇଛି । ବିଶ୍ୱ ମଞ୍ଚରେ ଇରାନକୁ ଖୋଲା ଖୋଲି ସମର୍ଥନ କରିଛି ଭାରତ । ଏହି ପଦକ୍ଷେପ ଭାରତ ଓ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ରଣନୈତିକ ସମ୍ପର୍କକୁ ପ୍ରତିଫଳିତ କରିଛି । ଜାନୁଆରୀ ୨୨ରେ ଅନୁଷ୍ଠିତ ଭୋଟ୍ରେ କୌଣସି ଦେଶର ଆଭ୍ୟନ୍ତରୀଣ ବ୍ୟାପାରରେ ବାହ୍ୟ ହସ୍ତକ୍ଷେପକୁ ସମର୍ଥନ କରେ ନାହିଁ ବୋଲି ଭାରତ ସ୍ପଷ୍ଟ କରିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme