Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପିଶାଚ ବାପାର ଲଜ୍ଜ୍ୟାଜନକ କାଣ୍ଡ, ନିଜ ଝିଅକୁ ଦୁଷ୍କର୍ମ ଉଦ୍ୟମ କରି ଅଭିଯୁକ୍ତ ବାପା ଫେରାର

Posted on November 8, 2025

ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କ ସହ ତାଙ୍କ ନିଜ ବାପା ଦ୍ୱାରା ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତା ଗତକାଲି ଯୁଯୁମୁରା ଥାନାରେ ଲିଖିତ ଅଭିଯୋଗ ଦାଖଲ କରିଛନ୍ତି। 

ପୁଲିସ ଅଭିଯୋଗ ଆଧାରରେ ମାମଲା (କେଶ ନଂ–୨୩୩/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଘଟଣା ସହ ପୋସ୍କୋ ଆଇନ ଅଧୀନରେ ମାମଲା ଚାଲିଛି। ଅନ୍ୟପକ୍ଷରେ, ଅଭିଯୁକ୍ତ ବାପା ବର୍ତ୍ତମାନ ଫେରାର ଅଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme