Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ଏକ ବିମାନ ଦୁର୍ଘଟଣାଗ୍ରସ୍ତ: ଟେକ୍‌ଅଫ୍‌ବେଳେ …

Posted on January 26, 2026

ଆମେରିକାର ମେନ ରାଜ୍ୟର ବାଙ୍ଗୋର୍‌ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡ଼ାଣ ସମୟରେ ଏକ ବଡ଼ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେଡେରାଲ ଏଭିଏସନ ଆଡମିନିଷ୍ଟ୍ରେସନ (FAA) ଅନୁଯାୟୀ, ବମ୍ବାର୍ଡିୟର୍‌ ଚ୍ୟାଲେଞ୍ଜର୍‌ ୬୦୦ ବିମାନ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି।

ମୋଟ ୮ ଜଣ ଲୋକ ଏଥିରେ ଥିଲେ। ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ଘଟଣା ପରେ FAA ଏବଂ NTSB (ଜାତୀୟ ପରିବହନ ସୁରକ୍ଷା ବୋର୍ଡ) ତୁରନ୍ତ ତଦନ୍ତ ଆରମ୍ଭ କରିଛନ୍ତି।
ଖରାପ ପାଗକୁ ମଧ୍ୟ ଦୁର୍ଘଟଣାର ଏକ ସମ୍ଭାବ୍ୟ କାରଣ ଭାବରେ ବିବେଚନା କରାଯାଉଛି। FAA ଘଟଣାର ନିଶ୍ଚିତ କରି କହିଛି ଯେ, ବାଙ୍ଗୋର୍‌ ଆନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ସମୟରେ ବମ୍ବାର୍ଡିୟର୍‌ ଚ୍ୟାଲେଞ୍ଜର୍‌ ୬୦୦ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। FAA ଏବଂ NTSB ମିଳିତ ଭାବରେ ଘଟଣାର ତଦନ୍ତ କରୁଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme