Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ, ଭୟଭୀତ ଗ୍ରାମବାସୀ

Posted on October 31, 2025

ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ । ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ଅଳଭା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଗାଁରେ ଥିବା ପୋଖରୀରେ କୁମ୍ଭୀର ବୁଲୁଥିବା ଲୋକେ ଦେଖିଥିଲେ । ତେବେ ଆଜି ସଖାଳୁ କୁମ୍ଭୀରକୁ ଦେଖିବା ପାଇଁ ପୋଖରୀ କୂଳରେ ଗ୍ରାମବାସୀଙ୍କ ଭିଡ ଜମିଥିଲା । ସଖାଳୁ ପୁଣି କୁମ୍ଭୀର ବୁଲୁଥିବା ବେଳେ ପୋଖରୀରେ ଛଡା ଯାଇଥିବା ମାଛକୁ ଖାଉଥିବା ନେଇ ଅଭିଯୋଗ କରିଛନ୍ତି ମାଛ ଚାଷୀ ।

ସେମାନଙ୍କ କହିବା ଅନୁଯାଇ ପୋଖରୀରେ ଦେଢ଼ ଲକ୍ଷ ଟଙ୍କାର ମାଛ ଛଡା ଯାଇଥିଲା । ହେଲେ କୁମ୍ଭୀର ପଶି ସବୁ ସାରିଦେଲା । ଏନେଇ ବନ ବିଭାଗ କ୍ଷତି ପୂରଣ ଦେବା ପାଇଁ ଦାବି ହୋଇଛି । ତେବେ ବ୍ରାହ୍ମଣୀରେ କୁମ୍ଭୀର ଆତଙ୍କ ଲାଗି ରହିଥିବା ବେଳେ ଏବେ କୁମ୍ଭୀର ଗାଁ ମୁହାଁ ହେବା ନେଇ ଏବେ ସାଧାରଣ ଲୋକେ ଆତଙ୍କିତ ହୋଇପଡିଛନ୍ତି । ଅନ୍ୟପଟେ ବନ ବିଭାଗ ଅଧିକାରୀ ଗାଁରେ ପହଞ୍ଚି ଜାଲ ଦ୍ୱାରା କୁମ୍ଭୀରକୁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme