Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, କେମିତି ଉଠିଲା ଫଟୋ ?

Posted on December 17, 2025

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ । ସୋସିଆଲ ମିଡିଆରେ ଆଶୀର୍ବାଦ 945 ଆଇଡିରୁ ଫଟୋ ଭାଇରାଲ ହୋଇଛି । ରତ୍ନସିଂହାସନରେ ମହାପ୍ରଭୁ ଜଗନ୍ନାଥଙ୍କ ଫଟୋ ଦେଖିବାକୁ ମିଳିଛି । ଅତି ନିକଟରୁ ମହାପ୍ରଭୁଙ୍କ ଫଟୋ ଉଠାଇଛନ୍ତି ଜଣେ ବ୍ୟକ୍ତି । ଶ୍ରୀମନ୍ଦିର ଭିରତ ଫଟୋ ସହ ବାହାରେ ନିଜ ଫଟୋ ଉଠାଇ ଅପଲୋଡ୍ କରିଛନ୍ତି । କଡା ସୁରକ୍ଷା ସତ୍ତ୍ବେ କିପରି ମୋବାଇଲ ଭିତରକୁ ନେଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହାସହ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme