Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପେଟ କମାଏ ଗୋଲମରିଚ

Posted on November 6, 2025

 ଆମ ରୋଷେଇ ଘରେ ମିଳୁଥିବା ଅନେକ ପ୍ରକାରର ମସଲା ଆମକୁ ନିରୋଗ ରଖିବାରେ ସହାୟ ହୋଇଥାଏ। ହେଲେ ଏହାର ବ୍ୟବହାର ସମ୍ପର୍କରେ ଅନେକ ସମୟରେ ଆମେ ଜାଣି ନ ଥାଉ। ଆସନ୍ତୁ ଜାଣିବା ସେମିତି ଏକ ମସଲା ଗୋଲମରିଚ ସମ୍ପର୍କରେ।
ଗୋଲମରିଚକୁ କେବଳ ମସଲା ଭାବେ ବ୍ୟବହାର କରିହେବ ତାହା ନୁହେଁ, ଏହାର ବହୁ ଔଷଧୀୟ ଗୁଣ ମଧ୍ୟ ରହିଛି। ଆୟୁର୍ବେଦ ଅନୁଯାୟୀ, ସକାଳେ ଅଳ୍ପ ଉଷୁମ ପାଣିରେ ଗୋଲମରିଚ ମିଶାଇ ପିଇଲେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ।

ପାଣିରେ ଗୋଲମରିଚ ମିଶାଇ ପିଇଲେ ଏହା ପେଟର ବୃଦ୍ଧିକୁ କମାଇଥାଏ। ଶରୀରରେ ଥିବା କ୍ୟାଲୋରୀକୁ କମ କରି ଓଜନ ହ୍ରାସରେ ସହାୟକ ହୋଇଥାଏ। କ୍ଷୀରରେ ଅଳ୍ପ ଗୋଲମରିଚ ମିଶାଇ ପିଇବା ଦ୍ୱାରା ଥଣ୍ଡା ଜନିତ ସମସ୍ୟା ଦୂର ହୋଇଥାଏ।

ନିୟମିତ ଭାବେ ପାଣିରେ ଗୋଲମରିଚ ମିଶାଇ ପିଇଲେ କୋଷ୍ଠକାଠିନ୍ୟ ସମସ୍ୟା ଦୂର ହୋଇଥାଏ। ଗୋଲମରିଚ ଶରୀରରେ ଜଳୀୟଅଂଶ ସଠିକ କରିବା ସହ ଗ୍ୟାସଟ୍ରିକ ସମସ୍ୟା ଦୂର କରିବାର ସହାୟକ ହୋଇଥାଏ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme