Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୋଖରୀରୁ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର

Posted on October 13, 2025

 

ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ମେରାମଣ୍ଡଳୀ ଗାଁ ନିକଟରୁ ଜଣେ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଶ୍ରମିକ ଜଣକ ଅଶ୍ରୁଧିନ ଅଂଶରୀ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି । 

ସୂଚନା ମୁତାବକ, ଶ୍ରମିକ ଜଣକ ପଶ୍ଚିମବଙ୍ଗର ମାଲଦା ଜିଲ୍ଲା ହରସିଚନ୍ଦ୍ରପୁର ଥାନା ବିଷ୍ଣାପୁରୱାରି ଗାଁରେ ରୁହନ୍ତି । ସେ ରୁଙ୍ଗଟା ପ୍ଲାଣ୍ଟର ଏସପିଡ଼ି ଠିକାସଂସ୍ଥାର ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବେଳେ ରବିବାର ସନ୍ଧ୍ୟାରେ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ । ସୋମବାର ସକାଳେ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଦେଖି​​​​​​​ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବାଲିମି ପୁଲିସ ପହଞ୍ଚିଛି । ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି ପୁଲିସ।

 

 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme