Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲା: CBI ତଦନ୍ତ ଆରମ୍ଭ କରିବ

Posted on October 31, 2025

ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ CBI ତଦନ୍ତ ଆରମ୍ଭ କରିବାକୁ ଯୋଜନା କରିଛି। ଏହି ମାମଲାରେ ଆନ୍ତଃରାଜ୍ୟ ଲିଙ୍କ ଥିବାରୁ ସରକାର CBI କୁ ତଦନ୍ତ ଦାୟିତ୍ୱ ଦେଇଛି।

କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର କହିଛନ୍ତି, “CBI ଅଧିକାରୀମାନେ ଆସିଲେ, ଆମେ ସେମାନଙ୍କୁ କେସ ରେକର୍ଡ ହସ୍ତାନ୍ତର କରିବା। ଯେତେବେଳେ ତଥ୍ୟ ମିଳିବ, ତାହା ସାମ୍ନାକୁ ଆଣିବା।”

ଏହି ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ଏପର୍ଯ୍ୟନ୍ତ ଧରାପଡିନି। ଅନ୍ୟପଟେ, ଗିରଫ ହୋଇଥିବା ୧୧୪ ପରୀକ୍ଷାର୍ଥୀ ବ୍ରହ୍ମପୁର ଜେଲରୁ ଗତକାଲି ଜାମିନରେ ମୁକୁଳିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme