Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୋଲିସ SI ନିଯୁକ୍ତି ପରୀକ୍ଷା ମାମଲା: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଓ ସହଯୋଗୀ ବ୍ରହ୍ମପୁର ଜେଲରୁ ସ୍ଥାନାନ୍ତର

Posted on November 25, 2025

ପୋଲିସ ସବ୍ ଇନ୍ସପେକ୍ଟର (SI) ନିଯୁକ୍ତି ପରୀକ୍ଷା ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଏବଂ ତାଙ୍କର ଅନ୍ୟ ୧୧ ଜଣ ସହଯୋଗୀଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରରୁ ଭୁବନେଶ୍ୱର ସ୍ୱତନ୍ତ୍ର କାରାଗାରକୁ ସ୍ଥାନାନ୍ତର କରାଯାଇଛି।
ଗତ ରାତିରେ ସମସ୍ତ ୧୨ ଅଭିଯୁକ୍ତଙ୍କୁ ସ୍ଥାନାନ୍ତର କରାଯାଇଛି। ସୂଚନା ମୁତାବକ, CBI କୋର୍ଟକୁ ମାମଲା ସ୍ଥାନାନ୍ତର ପାଇଁ କୋର୍ଟ ଅର୍ଡର ହେବା ପରେ ଏହି ପଦକ୍ଷେପ ନିଆଯାଇଛି।
ଗତ ନଭେମ୍ବର ୧୨ ତାରିଖରେ CBI ତଦନ୍ତ ଭାର ନେବା ପରେ ନିଜ ଅଦାଲତକୁ ମାମଲା ସ୍ଥାନାନ୍ତର କରିବା ପାଇଁ ଏବଂ ଅଭିଯୁକ୍ତଙ୍କୁ ଭୁବନେଶ୍ୱର କାରାଗାରକୁ ନେବା ପାଇଁ ଗତ ୨୦ ତାରିଖରେ ବ୍ରହ୍ମପୁର JMFC ଗ୍ରାମୀଣ କୋର୍ଟରେ ଆବେଦନ କରାଯାଇଥିଲା। ସୋମବାର CBI ଆଇନଜୀବୀ ଓ ଅଧିକାରୀମାନେ ବ୍ରହ୍ମପୁର ଆସିଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme