Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୋଲ ତଳକୁ ଖସିଲା ବାଇକ୍, ଚାଲିଗଲା ୨ ଜୀବନ

Posted on December 9, 2025

ପୋଲ ତଳକୁ ଖସିଲା ବାଇକ୍। ଚାଲିଗଲା ୨ ଜୀବନ। ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ତୋରିଗାଡିଆ ନିକଟରେ ସୋମବାର ବିଳମ୍ଵିତ ରାତିରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକମାନେ ହେଲେ ଧଝୋଲା ଗ୍ରାମର ଫକିର ନାୟକ ଏବଂ ରାଜେନ୍ଦ୍ର ନାୟକ। 

ସୂଚନାନୁଯାୟୀ, ଫକିର ଏବଂ ରାଜେନ୍ଦ୍ର କୌଣସି କାମରେ ବେଲଦ୍ବାର ପଟୁ ବିଳମ୍ବିତ ରାତିରେ ଗୋଟିଏ ବାଇକରେ ଫେରୁଥିଲେ। ଓଡଗାଁ ଥାନା ତୋରିଗାଡିଆ ନିକଟରେ ଭାରସାମ୍ୟ ହରାଇ ବାଇକ୍‌ଟି ପୋଲ ତଳକୁ ଖସି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ଆଜି ସକାଳେ ସ୍ଥାନୀୟ ଲୋକେ ପୋଲ ତଳେ ଦୁଇ ଜନଙ୍କୁ ପଡ଼ିଥିବାର ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଓଡ଼ଗାଁ ମେଡିକାଲକୁ ପଠାଇଥିଲେ। ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme