Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରଥମେ ଗାଡ଼ି ଚଢ଼ାଇ ଜୀବନ ନେଲେ, ପରେ…..

Posted on November 2, 2025

ଅମାନୁଷିକତାର ସୀମା ଟପିଗଲେ ବସ୍‌ କର୍ମଚାରୀ। ପ୍ରଥମେ ଗାଡ଼ି ଚଢ଼ାଇ ଜୀବନ ନେଲେ, ପରେ ଗାଡ଼ି ପଛରେ ମଲା କୁକୁରକୁ ବାନ୍ଧି ଘୋଷାରିଲେ। ଏଭଳି ଅମାନବିକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝରଜିଲ୍ଲା ବାଂଶପାଳ ବ୍ଲକ୍‌ କାଦକଳା ଗାଁରେ। ଆଜି କାଦକଳାରୁ କେନ୍ଦୁଝର ଯାଉଥିବା ଶୁଭମ୍‌ ନାମକ ଯାତ୍ରୀବାହୀ ବସ୍ ଚକ ତଳେ ଏକ କୁକୁର ପଶିଯିବାରୁ ଚାପି ହୋଇଯାଇଥିଲା।

ମା’ କୁକୁର ପଛରେ ୪-୫ଟି ଛୁଆ ଥିଲେ ମଧ୍ୟ ବର୍ତ୍ତିଯାଇଥିଲେ। ତେବେ ଗାଡ଼ି ଚକ ତଳେ କୁକୁରର ଜୀବନ ଚାଲିଗଲା ପରେ ବସ୍ କର୍ମଚାରୀ ଓହ୍ଲାଇ ମଲା କୁକୁରକୁ ବସ୍ ପଛ ପଟେ ବାନ୍ଧି ଦେଇଥିଲେ। ଫଳରେ ମଲା କୁକୁରଟି ଘୋଷାରି ହୋଇ ଯାଇଥିଲା। ଏହି ଦୃଶ୍ୟକୁ କେତେକ ଭିଡିଓ ରେକର୍ଡିଂ କରି ସାମାଜିକ ଗଣମାଧ୍ୟମରେ ଛାଡ଼ିବା ପରେ ପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme