Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରଥମେ ଗାଡ଼ି ଚଢ଼ାଇ ଜୀବନ ନେଲେ, ପରେ…..

Posted on November 2, 2025

ଅମାନୁଷିକତାର ସୀମା ଟପିଗଲେ ବସ୍‌ କର୍ମଚାରୀ। ପ୍ରଥମେ ଗାଡ଼ି ଚଢ଼ାଇ ଜୀବନ ନେଲେ, ପରେ ଗାଡ଼ି ପଛରେ ମଲା କୁକୁରକୁ ବାନ୍ଧି ଘୋଷାରିଲେ। ଏଭଳି ଅମାନବିକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝରଜିଲ୍ଲା ବାଂଶପାଳ ବ୍ଲକ୍‌ କାଦକଳା ଗାଁରେ। ଆଜି କାଦକଳାରୁ କେନ୍ଦୁଝର ଯାଉଥିବା ଶୁଭମ୍‌ ନାମକ ଯାତ୍ରୀବାହୀ ବସ୍ ଚକ ତଳେ ଏକ କୁକୁର ପଶିଯିବାରୁ ଚାପି ହୋଇଯାଇଥିଲା।

ମା’ କୁକୁର ପଛରେ ୪-୫ଟି ଛୁଆ ଥିଲେ ମଧ୍ୟ ବର୍ତ୍ତିଯାଇଥିଲେ। ତେବେ ଗାଡ଼ି ଚକ ତଳେ କୁକୁରର ଜୀବନ ଚାଲିଗଲା ପରେ ବସ୍ କର୍ମଚାରୀ ଓହ୍ଲାଇ ମଲା କୁକୁରକୁ ବସ୍ ପଛ ପଟେ ବାନ୍ଧି ଦେଇଥିଲେ। ଫଳରେ ମଲା କୁକୁରଟି ଘୋଷାରି ହୋଇ ଯାଇଥିଲା। ଏହି ଦୃଶ୍ୟକୁ କେତେକ ଭିଡିଓ ରେକର୍ଡିଂ କରି ସାମାଜିକ ଗଣମାଧ୍ୟମରେ ଛାଡ଼ିବା ପରେ ପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme