Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରଶାସନିକ ସୁବିଧା ପାଇଁ ରାଜ୍ୟରେ ୪ ନୂଆ ତହସିଲ ଘୋଷିତ ହେବ, ରାଜସ୍ବ ବିଭାଗର ସୂଚନା

Posted on November 19, 2025

ରାଜ୍ୟରେ ଆଉ ୪ଟି ନୂଆ ତହସିଲ ଗଠନ ହେବ। ରାଜସ୍ୱ ବିଭାଗ ଘୋଷଣା କରିଛି ଯେ ଭୁବନେଶ୍ବରକୁ ୩ ତହସିଲରେ, ଏବଂ କଟକ ଓ ସମ୍ବଲପୁରକୁ ପ୍ରତ୍ୟେକ ଗୋଟିଏ କରି ଅଲଗା ତହସିଲରେ ବିଭକ୍ତ କରାଯିବ।

ପ୍ରଶାସନିକ ସୁବିଧା, ସହରୀକରଣ ଓ ଅଧିକ ଜନସଂଖ୍ୟା ଥିବା ଅଞ୍ଚଳରେ ସେବା ଯୋଗାଣ ଉନ୍ନତ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ତହସିଲଗୁଡ଼ିକରେ ବଢ଼ୁଥିବା ଚାପକୁ କମେଇବା ଏହାର ଲକ୍ଷ୍ୟ।

ଏପରି, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସଂପୃକ୍ତ ଜିଲ୍ଲା ପ୍ରଶାସନକୁ ୭ ଦିନ ମଧ୍ୟରେ ବିସ୍ତୃତ ପ୍ରସ୍ତାବ ଦାଖଲ କରିବାକୁ ନିଦେଶ ଦେଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme