Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରସୂତି ମୃତ୍ୟକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

Posted on November 30, 2025

ପ୍ରସୂତି ମୃତ୍ୟକୁ ନେଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା। ପରିବାର ଏଵଂ ବନ୍ଧୁବାନ୍ଧବ ପାଟିତୁଣ୍ଡ କରିବା ପରେ ସେଠାରେ ପରିସ୍ଥିତ ଉତ୍ତେଜନାପୂର୍ଣ୍ଣ ହୋଇଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ବୁଝାସୁଝା କରୁଛି।

ଗତକାଲି ସକାଳେ ତୁରୁମୁଙ୍ଗାର ପିଙ୍କି ସାହୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସଂଧ୍ୟାରେ ଅପରେସନ ପରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ପରେ ରାତି ୧୨ଟା ବେଳକୁ ତାଙ୍କର ପ୍ରବଳ ଯନ୍ତ୍ରଣା ଆରମ୍ଭ ହେଇଥିଲା। ସେତେବେଳେ ନର୍ସ ଡାକ୍ତରଙ୍କୁ ବାରମ୍ବାର ଯୋଗାଯୋଗ କରିଥିଲେ ବି ଡାକ୍ତର ନ ଆସିବାରୁ ନର୍ସ ଏକ ଇଞ୍ଜେକ୍ସନ ଦେଇଥିଲେ।

ପରେ ରାତି ଦୁଇଟାରେ ପ୍ରସୂତୀଙ୍କ ମୃତ୍ୟୁ ହୋଇଥିବା ବେଳେ ନର୍ସ ତାଙ୍କୁ ଏକ ମୃତ୍ୟୁ ପ୍ରମାଣପତ୍ର ପ୍ରଦାନ କରିଥିଲେ। ମୃତ୍ୟୁ ପ୍ରମାଣପତ୍ରରେ ଡାକ୍ତରଙ୍କ ଦସ୍ତଖତ ନଥିବା ନେଇ ସନ୍ଦେହ ଉପୁଜିଛି। ଡାକ୍ତର ନ ଆସିବା ଯାଏ ଶବ ନ ଉଠାଇବାକୁ ପରିବାର ଲୋକ ଜିଦ୍ ଧରି ବସିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme