Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରସ୍ତୁତ ହେବ ଓଡ଼ିଶା ମାଷ୍ଟର ପ୍ଲାନ, BISAG-N ସହିତ ବୁଝାମଣାପତ୍ର ସ୍ୱାକ୍ଷର

Posted on December 12, 2025

ପ୍ରଧାନମନ୍ତ୍ରୀ ଗତି ଶକ୍ତି ଅଧୀନରେ ପ୍ରସ୍ତୁତ ହେବ ଓଡ଼ିଶା ମାଷ୍ଟର ପ୍ଲାନ। BISAG-N ସହିତ MOU ସ୍ୱାକ୍ଷର। ବାଣିଜ୍ୟ ଏବଂ ପରିବହନ ବିଭାଗ ମାଧ୍ୟମରେ ରାଜ୍ୟ ସରକାର ଭାସ୍କରାଚାର୍ଯ୍ୟ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଫର୍ ସ୍ପେସ୍ ଆପ୍ଲିକେସନ୍ସ ଆଣ୍ଡ୍ ଜିଓ-ଇନଫର୍ମେଟିକ୍ସ (BISAG-N) ସହିତ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। 

ଏହି ବୁଝାମଣାପତ୍ର ସ୍ୱାକ୍ଷର ଉତ୍ସବରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିସନର୍ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ସଚିବ ସୁରେନ୍ଦ୍ର କୁମାର, ପ୍ରମୁଖ ସଚିବ ଉଷା ପାଢୀ ଏବଂ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ। ଏହି ଅବସରରେ BISAG-Nର ମହାନିର୍ଦ୍ଦେଶକ ଟି. ପି. ସିଂହ ଏବଂ ତାଙ୍କ ଟିମ୍ ଉପସ୍ଥିତ ଥିଲେ। ଏହି ସହଯୋଗ ଭବିଷ୍ୟତରେ ଓଡ଼ିଶା ପାଇଁ ସମନ୍ୱିତ ଭିତ୍ତିଭୂମି ଯୋଜନା ଏବଂ ଉନ୍ନତ ଡିଜିଟାଲ୍ ଶାସନ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme