Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରେମିକାର ବେକ କାଟିଦେଲା ପ୍ରେମିକ, ଅଭିଯୁକ୍ତ ଅଟକ

Posted on November 10, 2025

ପ୍ରେମର ସାଂଘାତିକ ଚିତ୍ର । ବ୍ଲେଡ୍‌ ସାହାଯ୍ୟରେ ପ୍ରେମିକାର ବେକ କାଟିଲା ପ୍ରେମିକ । ଗୁରୁତର ଅବସ୍ଥାରେ ପ୍ରେମିକା ନିକଟସ୍ଥ ମେଡିକାଲରେ ଭର୍ତ୍ତି । ପ୍ରେମିକକୁ ଥାନାରେ ଅଟକ ରଖିଛି ପୁଲିସ । ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ଇଟାମୁଣ୍ଡି ଛକରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଅଞ୍ଚଳରେ ପ୍ରେମିକର ଘର ଏବଂମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ମହାରାଜପୁର ଗାଁରେ ପ୍ରେମିକାର ଘର । କିଛି ଦିନ ହେବ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ସବୁ ଠିକ୍‌ଠାକ୍‌ ଚାଲିଥିଲା । ହେଲେ ରବିବାର ବିଳମ୍ବିତ ରାତିରେ ପ୍ରେମିକା ଜଣଙ୍କ ଫୋନ୍‌ ନକାଟିବାରୁ ରାଗିଯାଇଥିଲା ପ୍ରେମିକ । ଶେଷରେ ଉତ୍‌କ୍ଷିପ୍ତ ହୋଇ ପ୍ରେମିକ ଜଣଙ୍କ ଘରେ ପଶି ପ୍ରେମିକାର ବେକ ବ୍ଲେଡ୍‌ରେ କାଟିଦେଇଛି । ଯାହାପରେ ଗୁରୁତର ଅବସ୍ଥାରେ ପ୍ରେମିକାକୁ ନିକଟସ୍ଥ ଯଶିପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଅଭିଯୁକ୍ତ ପ୍ରେମିକକୁ ଯଶିପୁର ପୁଲିସ ଅଟକ ରଖିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme