Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଫେବ୍ରୁଆରୀରୁ ବଜେଟ୍ ଅଧିବେଶନ, ନୂଆ ଘୋଷଣା ଉପରେ ସମସ୍ତଙ୍କ ନଜର

Posted on January 21, 2026

ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଫେବ୍ରୁଆରୀ ତୃତୀୟ ସପ୍ତାହରୁ ଆରମ୍ଭ ହେବା ସମ୍ଭାବନା ରହିଛି । ସମ୍ଭବତଃ ଫେବ୍ରୁଆରୀ ୧୫ରୁ ୨୦ ତାରିଖ ଭିତରେ ଏହି ଅଧିବେଶନ ଆରମ୍ଭ ହେବ ବୋଲି ସୂଚନା ମିଳୁଛି । ବର୍ଷର ସବୁଠାରୁ ବଡ଼ ଅଧିବେଶନ ହୋଇଥିବାବେଳେ ଏହା ଦୁଇଟି ପର୍ଯ୍ୟାୟରେ ହେବ । ରାଜ୍ୟପାଳଙ୍କ ଅଭିଭାଷଣରୁ ଏହି ଅଧିବେଶନ ଆରମ୍ଭ ହେବ । ରାଜ୍ୟରେ କ୍ଷମତାକୁ ଆସିବା ପରେ ବିଜେପି ସରକାରଙ୍କ ପାଇଁ ଏହା ହେବ ତୃତୀୟ ବଜେଟ୍ ଅଧିବେଶନ । ଏଥର ବଜେଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ପାଇଁ କ’ଣ ନୂଆ ଯୋଜନା ଓ ଘୋଷଣା ଉପହାର ଦେବେ, ତାହା ଉପରେ ସଭିଙ୍କ ନଜର ରହିଛି । ବଜେଟ ଅଧିବେଶନ ନେଇ ଚଳିତ ମାସ ଶେଷ କିମ୍ବା ଫେବ୍ରୁଆରୀ ପ୍ରଥମ ସପ୍ତାହ ମଧ୍ୟରେ ବିଜ୍ଞପ୍ତି ପ୍ରକାଶ ପାଇବା ସମ୍ଭାବନା ଅଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme