Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଫେରିଗଲା ମୌସୁମୀ, ୨୪ରେ ଘୂର୍ଣ୍ଣିବଳୟ ସମ୍ଭାବନା

Posted on October 17, 2025

ସାରା  ଦେଶରୁ ବିଦାୟ ନେଇଛି ଦକ୍ଷିଣ ପଶ୍ଚିମ  ମୌସୁମୀ ବାୟୁ । ବର୍ତ୍ତମାନ ଓଡ଼ିଶାରେ  ଆଉ ବିଶେଷ ବର୍ଷା ସମ୍ଭାବନା ନାହିଁ ।  ଆସନ୍ତା ୨୪ ତାରିଖବେଳକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ  ସୃଷ୍ଟି ହେବା ସମ୍ଭାବନା ଅଛି । ଏହା  ଘନୀଭୂତ ହୋଇ ଅବପାତ ରୂପ  ନେଇପାରେ । ମାତ୍ର ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବା ସମ୍ଭାବନା  ଦେଖାଯାଉନି । ସମ୍ଭାବ୍ୟ ଲଘୁଚାପ  ତାମିଲନାଡ଼ୁ, ଆନ୍ଧ୍ରରେ ବର୍ଷା କରିପାରେ ।  

ପାଣିପାଗ ବିଭାଗର ଆକଳନ ଅନୁସାରେ  ଆସନ୍ତା ଦୁଇଦିନ ପାଗ ସମ୍ପୂର୍ଣ୍ଣ ଶୁଖିଲା  ରହିବ । ତା’ପରେ କାଁ ଭାଁ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ । ମାତ୍ର ପ୍ରାୟତଃ  ପାଗ ଶୁଖିଲା ରହିବା ସମ୍ଭାବନା ଅଛି ।  ତେବେ ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାତି  ତାପମାତ୍ରାରେ ବିଶେଷ ପରିବର୍ତ୍ତନ  ସମ୍ଭାବନା ନାହିଁ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme