Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଡ଼ଧରଣର ମାଓ ହମଲା ଉଦ୍ୟମ ପଣ୍ଡ, ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ

Posted on December 10, 2025

ବଡ଼ଧରଣର ମାଓ ହମଲା ଉଦ୍ୟମ ପଣ୍ଡ । ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ସିଲକ୍କୀ ସୁଗା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି IED ବିସ୍ଫୋରକ ବିଛାଇଥିଲେ ମାଓବାଦୀ । କିନ୍ତୁ ମାଓବାଦୀଙ୍କ ଯୋଜନାକୁ ପଣ୍ଡ କରିଛନ୍ତି ବିଏସଏଫ୍ ୧୩୬ ବାଟାଲିୟନ ।

ସିଲକ୍କୀ ସୁଗା ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ପରେ କମ୍ବିଂ ଅପରେସନକୁ ଯାଇଥିଲେ ଯବାନ । ଘଟଣାସ୍ଥଳରୁ ୧୮ଟି ଜିଲୋଟିନ୍, ୮ଟି ଡିଟୋନେଟର୍, ୧୭ଟି ବ୍ୟାଟେରୀ, ସୋଲାର ପ୍ଲେଟ ଆଦି ଜବତ ହୋଇଛି । ବିସ୍ଫୋରକ ଜବତ ପରେ ଅପରେସନ ଜୋରଦାର କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme