Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଢ଼ିଲା ପୀୟୂଷ ତ୍ରିପାଠୀଙ୍କ ଅଡୁଆ, ଆଉ ଛଢ଼ିବେନି ମଞ୍ଚ…

Posted on January 10, 2026

ଯାତ୍ରା ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ ମିଳିଲା ଭୁବନେଶ୍ବର କୋର୍ଟ ଅର୍ଡର କପି। ମଞ୍ଚ ବାରଣ ନେଇ ଭୁବନେଶ୍ବର କୋର୍ଟ ଅର୍ଡର କପ ମିଳିଛିି। ମାମଲାରେ ପକ୍ଷଭୁକ୍ତ ହୋଇଥିବା ସଞ୍ଜୀବ ପାଢ଼ୀଙ୍କୁ ମଧ୍ୟ ଅର୍ଡର କପି ମିଳିଥିବା ଜଣାପଡ଼ିଛି। ଆସନ୍ତା ୧୨ ତାରିଖରେ ଉଭୟଙ୍କୁ କୋର୍ଟରେ ହାଜର ହେବାକୁ କୁହାଯାଇଛି। ଏ ନେଇ ସିଂହବାହିନୀ ମାଲିକ ସଞ୍ଜୀବ ପାଢ଼ୀ ସୂଚନା ଦେଇଛନ୍ତି।

ପୂର୍ବରୁ ଗତ ୬ ମାସ ପରେ ଯାତ୍ରା ମଞ୍ଚକୁ ଚଢ଼ିଥିଲେ ପୀୟୂଷ। କହିଥିଲେ ଯାତ୍ରା ମଞ୍ଚରୁ ଦୂରେଇ ପାରିବେନି। ନ୍ୟାୟ ପାଳିକା ଉପରେ ବିଶ୍ୱାସ ଅଛି, ଧର୍ମର ଜୟ ହେବ।
ନୋଟିସ ପାଇ ନାହିଁ, ନୋଟିସ ପାଇଁ ଅପେକ୍ଷା କରିଛି ନୋଟିସ ନପାଇବା ପର୍ଯ୍ୟନ୍ତ ମୁଁ ମଞ୍ଚ ଚଢିବି। ଛୋଟିଆ କଥାର ସମାଧାନ ହୋଇ ଗଲେ ଭଲ ହୁଅନ୍ତା କାହା ପାଇଁ ବିବାଦ ମୋ ପାଇଁ ବିପଦ ପାଲଟିଛି। ୨ ବର୍ଷ ପାଇଁ ଯେଉଁ ଏଗ୍ରିମେଣ୍ଟ ଥିଲା ସାର୍ବଜନୀନ ହେବା ଦରକାର।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme