Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବର୍ଷା ଛାଡିବା ପରେ ଶୀତ ଅନୁଭୂତ

Posted on October 15, 2025

ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଜାରି ରହିଛି। ଆଜି ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି। ଆସନ୍ତା ୨ ଦିନରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ମୌସୁମୀ ଫେରିଯିବାକୁ ପରିବେଶ ଅନୁକୂଳ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, କେବଳ ଓଡ଼ିଶା ନୁହେଁ, ଆସନ୍ତା ୨ ଦିନରେ ସାରା ଦେଶରୁ ମୌସୁମୀ ବିଦାୟ ନେବା ପାଇଁ ପାଣିପାଗ ଅନୁକୂଳ ହେବାରେ ଲାଗିଛି। 

ଏହି ସମୟରେ ଦକ୍ଷିଣ ଉପଦ୍ବୀପ ଏବଂ ଦକ୍ଷିଣ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୂର୍ବ ଓ ଉତ୍ତରପୂର୍ବ ବାୟୁ ଚଳନ ଆରମ୍ଭ ହୋଇଯିବ। ଫଳରେ ଦକ୍ଷିଣ-ପୂର୍ବ ଉପଦ୍ବୀପ ଅଞ୍ଚଳରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଯୋଗୁଁ ବର୍ଷା ଆରମ୍ଭ ହୋଇଯିବ। ଆସନ୍ତାକାଲି କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ରାଜ୍ୟର ପାଗ ଏବେ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବରର ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୩ ଡିଗ୍ରି ମଧ୍ୟରେ ରହିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme