Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ପବରେ ରେଡ୍…

Posted on December 17, 2025

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସହ ମାଲିକାନା ଲଗଜରି ରେଷ୍ଟୁରାଣ୍ଟ ‘ବାସ୍ତିଆନ୍ ବିରୋଧରେ ବେଙ୍ଗାଲୁରୁ ପୋଲିସ ପକ୍ଷରୁ ମାମଲା ରୁଜୁ । ଅନୁମୋଦିତ ସମୟଠାରୁ ଅଧିକ ସମୟ ଧରି ପବ ଖୋଲିଥିବାରୁ ବାଷ୍ଟିଆନ୍ ଗାର୍ଡେନ୍ ସିଟି ସମେତ ବେଙ୍ଗାଲୁରୁର ଦୁଇଟି ପବ୍ ବିରୋଧରେ ପୋଲିସ ସ୍ୱତଃପ୍ରବୃତ୍ତ ଭାବେ ମାମଲା ରୁଜୁ କରିଛି ।

ସୂଚନା ଅନୁଯାୟୀ ଡିସେମ୍ବର ୧୧ ​​ତାରିଖ ଦିନ ବିଲମ୍ବିତ ରାତିରେ ଶିଳ୍ପା ସେଟ୍ଟୀଙ୍କ ପବରେ କୌଣସି କାରଣରୁ ଧସ୍ତାଧସ୍ତି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା । ଏମିତିକି ହାତା ହାତି ପର୍ଯ୍ଯନ୍ତ କଥା ଯାଇଥିଲା । ଯାହା ପରବର୍ତ୍ତୀ ସମୟରେ ଭାଇରାଲ ହୋଇଥିଲା । ଭାଇରାଲ ଭିଡିଓ ଆଧାରରେ ପୋଲିସ ନିଜଆଡୁ ମାମଲା ରୁଜୁ କରିଛି । କିଛି କର୍ମଚାରୀଙ୍କୁ ପଚରାଉଚରା କରାଯିବା ସହ ତଦନ୍ତ ଚାଲିଛି । ମଙ୍ଗଳବାର ଦିନ ଚର୍ଚ୍ଚ ଷ୍ଟ୍ରିଟ୍ ନିକଟରେ ଶିଳ୍ପା ଶେଟ୍ଟିଙ୍କ ବାଷ୍ଟିଆନ୍ ପବ୍ ଉପରେ ଆୟକର ବିଭାଗ ମଧ୍ୟ ଚଢ଼ାଉ କରିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme