Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବସ୍ଷ୍ଟାଣ୍ଡରୁ ହେଲ୍ପରଙ୍କୁ ଅପହରଣ

Posted on September 23, 2025

ଭୁବନେଶ୍ଵର ବରମୁଣ୍ଡା ବସ୍ଷ୍ଟାଣ୍ଡରୁ ବସ୍ ହେଲ୍ପରଙ୍କୁ ଅପହରଣ। ହାତଗୋଡ଼ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ ଗୋଠପାଟଣା ରାସ୍ତାରେ ଫିଙ୍ଗି ଦେଇଥିଲେ ଦୁର୍ବୃତ୍ତ। ଅଭିଯୋଗ ପରେ ଜଣଙ୍କୁ ଗିରଫ କଲା ଭରତପୁର ଥାନା ପୁଲିସ। ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ହେଲେ ଆଶୁତୋଷ ମହାନ୍ତି। ଅନ୍ୟ ଅଭିଯୁକ୍ତମାନେ ଫେରାର୍ ଅଛନ୍ତି। ସେମାନଙ୍କୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରୁଛି।

ଭଦ୍ରକ ଜାମୁଝାଡ଼ିରେ ଯାତ୍ରୀ ଉଠେଇବାକୁ ନେଇ ଅପହୃତ ବସ୍ ହେଲ୍ପର ଜୟନ୍ତ ବିଶ୍ୱାଳଙ୍କ ସହ ଆଶୁତୋଷ ମହାନ୍ତି ଓ ଅନ୍ୟ ଅଭିଯୁକ୍ତଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ପରେ ଜୟନ୍ତ ବରମୁଣ୍ଡା ବସ୍ଷ୍ଟାଣ୍ଡରେ ବିଶ୍ରାମ ନେଉଥିବା ବେଳେ ଆଶୁତୋଷ ମହାନ୍ତି ଓ ଅନ୍ୟ ସହଯୋଗୀ ତାଙ୍କୁ ଅପହରଣ କରିନେଇଥିଲେ। ଜୟନ୍ତଙ୍କ ହାତଗୋଡ଼ ବାନ୍ଧି ତାଙ୍କୁ ନିସ୍ତୁକ ମାଡ଼ ମାରିବା ପରେ ଗୋଠପାଟଣା ରାସ୍ତାରେ ଫିଙ୍ଗି ଦେଇଥିଲେ। ଅଭିଯୋଗ ପରେ ଭରତପୁର ଥାନା ପୁଲିସ ଆଶୁତୋଷକୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତମାନେ ଫେରାର୍ ଅଛନ୍ତି। ସେମାନଙ୍କୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରୁଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme