Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ଫାଶୀଦଣ୍ଡ, ଦେଶରେ ଉଚ୍ଚ ସତର୍କତା

Posted on November 17, 2025

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଫାଶୀଦଣ୍ଡ । ଅନ୍ତରାଷ୍ଟ୍ରୀୟ ଅପରାଧ ଟ୍ରିବ୍ୟୁନାଲ୍ (ICT) ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ରାୟ ଶୁଣାଇ ଫାଶୀଦଣ୍ଡ ଶୁଣାଇଛନ୍ତି । ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ତାଙ୍କୁ ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି ବାଂଲାଦେଶ କୋର୍ଟ । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ହୋଇଥିଲା ମାମଲା । ରାଜଧାନୀ ଢାକା ସମେତ ସମଗ୍ର ବାଂଲାଦେଶରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ହାଇଆଲର୍ଟରେ ରହିଛି ପୂରା ଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ୍‌ଙ୍କ ରାୟ ପୂର୍ବରୁ ଦେଶରେ ଜାରି ହୋଇଥିଲା ହାଇଆଲର୍ଟ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme