Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଇକକୁ ଧକ୍କା ଦେଲା ଟ୍ରକ, ଜଣେ ମୃତ

Posted on October 31, 2025

ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ମୃତ, ୨ ଗୁରୁତର। କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ପଦ୍ମପୁର ବଜାର କଲେଜ ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ଶୁକ୍ରବାର ପଦ୍ମପୁର ବଜାର କଲେଜ ଛକରେ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ସଦର ଥାନା ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ଏବଂ ବାଇକ୍ ଜବତ କରିଛି। ମୃତ ବ୍ୟକ୍ତି ଜଣଙ୍କ ସଦର ବ୍ଲକ ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ଉପରକୁସୁମିତା ଗ୍ରାମର ବୋଲି ଜଣାପଡ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme