Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର, ଜେଜେ ମୃତ, ନାତି ଆହତ

Posted on December 11, 2025

ଭଦ୍ରକ ବ୍ଲକ ଆମ୍ବରୋଲି କେନାଲ ପୋଲ ଉପରେ ଦୁର୍ଘଟଣା ଘଟିଛି । ବାଇକକୁ ଧକ୍କା ଦେଲା ଟ୍ରାକ୍ଟର । ଦୁର୍ଘଟଣାରେ ଜେଜେ ମୃତ, ନାତି ଆହତ । ମୃତକ ହେଲେ ବାଲେଶ୍ୱର ସିମୁଳିଆ ବ୍ଲକ ଅନ୍ତରାର ପର୍ଶୁରାମ ଜେନା । ପର୍ଶୁରାମ ସକାଳୁ ଭଦ୍ରକରୁ ନାତିକୁ ନେଇ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଦୁର୍ଘଟଣା ଘଟିଛି ।

ଘଟଣାସ୍ଥଳରେ ପର୍ଶୁରାମଙ୍କର ମୃତ୍ୟୁ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ତାଙ୍କ ନାତି । ଘଟଣାସ୍ଥଳରେ ଉତ୍ତେଜନା ହୋଇଥିଲା । ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପାଇଁ ଭଦ୍ରକ ମେଡିକାଲକୁ ପଠାଇଛି। ଏଥିସହ ଘଟଣାର ଅଧିକ ତଦନ୍ତ କରୁଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme