Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି, ଆଖିବୁଜିଲେ ଦୁଇ ସାଙ୍ଗ

Posted on January 18, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଆଖିବୁଜିଲେ ଦୁଇ ସାଙ୍ଗ। ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ। ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଚମ୍ପଟ୍ ମାରିଲା ଅଜଣା ଗାଡ଼ି ଚାଳକ। ଏଭଳି ଅଭାବନୀୟ ଘଟଣା ଜଳେଶ୍ୱର ଥାନା ୫୭ ରାଜ୍ୟ ରାଜପଥ ନାମ୍ପ ନିକଟରେ ଘଟିଛି।

ସୂଚନା ଅନୁଯାୟୀ, କୌଣସି କାମରେ ଦୁଇ ବନ୍ଧୁ ବିଳମ୍ବିତ ରାତିରେ ଏକ ବାଇକ ଯୋଗେ କମର୍ଦା ଆଡୁ ୫୭ନଂ ରାଜ୍ୟ ରାଜପଥରେ ଯାଉଥିଲେ ।ଜଳେଶ୍ୱର ଥାନା ଅମ୍ବପଞ୍ଜା ଠାରେ ଅଜଣା ଗାଡି ଧକ୍କା ଦେଇ ଚମ୍ପଟ ମାରିଥିଲା। ଧକ୍କା ଦେବା ଫଳରେ ଉଭୟେ ରାସ୍ତା ଉପରେ ଛିଟିକି ପଥିଲେ। ନାମ୍ପ ଫାଣ୍ଡି ପୁଲିସ ଖବର ପାଇ ଉଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲକୁ ଆଣିଥିଲା । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଜଳେଶ୍ୱର ପୁଲିସ ଉଭୟ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଜାରୀ ରଖିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme