
ବାଣଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଗୁରୁତର । ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଗୋଷ୍ଠୀ ସଂଘର୍ଷ ହୋଇଛି । ମନୋହରୀପଡା ଓ ପାତକାରୀପଡା ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗୁରୁତର ଯୁବକ ହେଲେ କାଳିଆ ମଲ୍ଲିକ । ଆହତ ହେଲେ ରାଜୁ ମଲ୍ଲିକ, ବବଲୁ ମଲ୍ଲିକ, ଅନାମ ମଲ୍ଲିକ ଓ ମିଲି ମଲ୍ଲିକ। ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

