Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାପାର କୁରାଢ଼ୀ ଚୋଟରେ ପୁଅର ମୃତ୍ୟୁ

Posted on January 9, 2026

ବାପାର କୁରାଢ଼ୀ ଚୋଟରେ ପୁଅର ମୃତ୍ୟୁ । ଆତ୍ମସମର୍ପଣ କଲା ବାପା ।  ମୟୂରଭଞ୍ଜ ଠାକୁରମୁଣ୍ଡା ଥାନା ଭରାଣ୍ଡିଆ ଗାଁରୁ ଆସିଛି ଅଭିଯୋଗ ।  ଅନାମ ବାଉଁଶିଆ ନିଜ ବଡପୁଅ ତପନ ବାଉଁଶିଆକୁ ଏକ କୁରାଢ଼ୀରେ ହାଣି ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କରିଛି ।  ଗତକାଲି ସନ୍ଧ୍ୟା ୯ଟା ବେଳେ ବାପା ଅନାମ ବାଉଁଶିଆ ରୋଷେଇ କରୁଥିବା ବେଳେ ପୁଅ ତପନ ମଦ ପିଇ ଆସି ବାପାଙ୍କ ସହ ପାଟିତୁଣ୍ଡ କରିଥିଲେ ।  ପୁଅ ଗୋଇଁଠା ମାରିବାରୁ ବାପା ରାଗି ଯାଇ ଏକ କୁରାଢ଼ୀରେ ହାଣି ତାକୁ ହତ୍ୟା କରିଥିଲେ ।  ପରେ ଠାକୁରମୁଣ୍ଡା ଥାନାରେ ଆତ୍ମସମର୍ପଣ କରିଛନ୍ତି ।  ଠାକୁରମୁଣ୍ଡା ଥାନା ପୋଲିସ ମାମଲା ରୁଜୁ କରି ଅଧିକ ତଦନ୍ତ ପାଇଁ ବାରିପଦାରୁ ସାଇଣ୍ଟିଫିକ ଟିମ ଦ୍ଵାରା ଆଜି ତଦନ୍ତ କରୁଛି ପୋଲିସ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme