Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାରହା ଆକ୍ରମଣରେ ଚାଷୀ ଗୁରୁତର।

Posted on December 24, 2025

ବିଲରେ ଧାନ କାଟୁଥିବା ସମୟରେ ବାରହା ଆକ୍ରମଣରେ ଚାଷୀ ଗୁରୁତର । ଗୁରୁତର ଚାଷୀ କାମାକ୍ଷାନଗର ଉପଖଣ୍ଡ ଭୁବନ ବନାଞ୍ଚଳ ଅଧିନ ଅନନ୍ତପୁର ଗ୍ରାମର ଛବି ପାତ୍ର ୬୪ ବର୍ଷ । ଆଜି ମଧ୍ୟାହ୍ନରେ ଗ୍ରାମର ଗୋଡିପୋଖରୀ ନିକଟ ନିଜ ଜମିରେ ଧାନ କାଟୁଥିବା ସମୟରେ ବାରହା ଆକ୍ରମଣ କରିଥିଲା । ନିଜକୁ ବଞ୍ଚାଇବାକୁ ଯାଇଁ ଚିତ୍କାର କରିଥିଲେ । ଗ୍ରାମବାସୀ ତାଙ୍କର ଚିତ୍କାର ଶୁଣି ଘଟଣାସ୍ଥଳକୁ ଦୌଡିଯିବାରୁ ବାରାହା ଚାଡି ପଳାଇଥିଲା । ଘଟଣାସ୍ଥଳରୁ ଗୁରୁତର ଚାଷୀଙ୍କୁ ଭୁବନ ମେଡିକାଲରେ ଭର୍ତ୍ତି କରାଇଥିଲେ । ଚାଷୀ ଛବି ପାତ୍ର ସଙ୍କଟାପନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme