Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

Posted on December 6, 2025

ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ । ହସପିଟାଲ ସୁଇପର ଅଫିସରେ ଅଗ୍ନିକାଣ୍ଡ । ସଫେଇ ପାଇଁ ରଖାଯାଇଥିବା ଏସିଡରୁ ନିଆଁ ଲାଗିଥିବା ସୂଚନା । ରୁମ ଭିତରେ ଫିନାଇଲ, କପଡ଼ା, ସ୍ପିରିଟ, ହସ୍ପିଟାଲରେ ବ୍ୟବହୃତ ସାମଗ୍ରୀ ଷ୍ଟକ୍ ରହିଥିଲା । ସକାଳେ ରୁମ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ପାଇଥିଲେ ହସ୍ପିଟାଲର ରୋଗୀଙ୍କ ସମ୍ପର୍କୀୟମାନେ । ତୁରନ୍ତ ହସ୍ପିଟାଲ୍ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ସ୍ଥାନୀୟ ଲୋକ ।

ସଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ତେବେ ନିଆଁରେ କୌଣସି ବଡ଼ କ୍ଷୟକ୍ଷତିର ଅନୁମାନ ଜଣା ପଡିନାହିଁ। କିନ୍ତୁ ସମସ୍ତ ଫିନାଇଲ, କପଡ଼ା, ସ୍ପିରିଟ,ହସ୍ପିଟାଲରେ ବ୍ୟବହୃତ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ କୁ ଆୟତ୍ତ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme