Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ

Posted on November 20, 2025

ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ ହୋଇଯାଇଛି।ବାଘ ଗଣନା ପାଇଁ ୧୭ଟି ଟିମ୍‌ ନିୟୋଜିତ ହୋଇଛନ୍ତି।

ଏଥିରେ ୭୦ରୁ ଊର୍ଦ୍ଧ୍ୱ ବନ କର୍ମଚାରୀ ରହିଛନ୍ତି। ୭ଦିନ ଧରି କୁଳଡିହାରେ ବାଘ ଗଣନା କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ବାଘ ଗଣନାକୁ ନେଇ ପଶୁପ୍ରେମୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme