Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର ମଇଦାନରେ ନବୀନ ପଟ୍ଟନାୟକ

Posted on November 3, 2025

ନୂଆପଡ଼ାରେ ବିଜେଡି ସୁପ୍ରିମୋ, ନୂଆପଡା ଉପ ନିର୍ବାଚନ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ବିରୋଧୀ ଦଳ ନେତା । ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର ମଇଦାନରେ ନବୀନ। ଦିନ ୧୨ଟାରେ ନୂଆପଡ଼ାରେ ପହଞ୍ଚିବା ପରେ ଦଳୀୟ ସଭାକୁ ସମ୍ଭୋଧନ କରିଛନ୍ତି ନବୀନ ପଟ୍ଟନାୟକ । ଉପ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେବାରେ ଲାଗିଲାଣି ନୂଆପଡ଼ା ମାହୋଲ । ଏବେ ପ୍ରାର୍ଥୀଙ୍କ ପାଇଁ ମୁଖିଆ ଓହ୍ଲାଇବେ ପ୍ରଚାର ମଇଦାନକୁ ।

ଆଜି ବିଜେଡି ସୁପ୍ରିମୋ ନୂଆପଡ଼ା ଗସ୍ତରେ ଥିବାବେଳେ ୬ ତାରିଖରେ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେହିପରି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଢୀଙ୍କ ପାଇଁ ଆସନ୍ତା ୭ ତାରିଖରେ କ୍ୟାମ୍ପେନକୁ ଜୋରଦାର କରିବାକୁ ନୂଆପଡ଼ା ଗସ୍ତରେ ଆସୁଛନ୍ତି ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ତଥା ନୂଆପଡା ଉପନିର୍ବାଚନର ଷ୍ଟାର ପ୍ରଚାରକ ରେଭନ୍ଥ ରେଡ୍ଡୀ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme